Road Accident: ୨ଟି କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ ୪ ଛାତ୍ର ମୃତ

Road Accident: ବାଟର ଛକି ବସିଥିଲା ଯମ। ଅକାଳରେ ଚାଲିଗଲା ୪ ଜୀବନ। କେହି କିଛି ଭାବିବା ପୂର୍ବରୁ ଓଲଟ ପାଲଟ ହୋଇଗଲା ସବୁ କିଛି। ୨ଟି କାର୍ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ୪ ଜଣଙ୍କର ମୃତ୍ୟୁ ହୋଇଛି। ପୋଲିସ ଘଟଣାର ଛାନଭିନ୍ ଜାରି ରଖିଛି।

Road Accident: ୨ଟି କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ ୪ ଛାତ୍ର ମୃତ

About the Author