Road Accident: ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ ୬ ମୃତ, ଏକାଧିକ ଆହତ

Road Accident: ବାଟରେ ଛକି ବସିଥିଲା ଜମ। ଭୟଙ୍କର ଦୁର୍ଘଟଣାରେ ଲିଭିଗଲା ୬ ଜୀବନ ଦୀପ। ବସ୍- ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଳିଗଲା ବସ୍। ଘଟଣାସ୍ଥଳରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି ।

Road Accident: ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ ୬ ମୃତ, ଏକାଧିକ ଆହତ

About the Author