ବଲିଉଡ କୋରିଓଗ୍ରାଫର ସରୋଜ ଖାନଙ୍କ ପରଲୋକ

ହୃଦଘାତ ଯୋଗୁ ଗୁରୁବାର ବିଳମ୍ବିତ ରାତିରେ ତାଙ୍କ ପରଲୋକ ଘଟିଛି । ମୃତ୍ୟୁବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା ।

ବଲିଉଡ କୋରିଓଗ୍ରାଫର ସରୋଜ ଖାନଙ୍କ ପରଲୋକ
Image Credit: ଫାଇଲ ଫଟୋ

About the Author