ପୁଣି ଖସିଲା ରୁପା ଦର, ଜାଣନ୍ତୁ ଆଜି କ'ଣ ରହିଛି ସୁନା ରେଟ୍
Advertisement

ପୁଣି ଖସିଲା ରୁପା ଦର, ଜାଣନ୍ତୁ ଆଜି କ'ଣ ରହିଛି ସୁନା ରେଟ୍

Gold-Silver Rate: ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ବୃଦ୍ଧି ଘଟିଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୧୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୬୬୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୦୯୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ସୋମବାର ୧୦ ଗ୍ରାମ ସୁନା ମୂଲ୍ୟ ୫୧,୪୩୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୬୦୦ ଟଙ୍କାର ବୃଦ୍ଧି ଘଟିଛି ।

ପୁଣି ଖସିଲା ରୁପା ଦର, ଜାଣନ୍ତୁ ଆଜି କ'ଣ ରହିଛି ସୁନା ରେଟ୍

ନୂଆଦିଲ୍ଲୀ: Gold-Silver Rate: ଆଜି (ମଙ୍ଗଳବାର) ଅର୍ଥାତ ମେ ୨୪ରେ ସୁନା ମୂଲ୍ୟ (Gold Price) ବଢ଼ିଛି ଓ ରୁପା ମୂଲ୍ୟ ( Silver Price) ହ୍ରାସ ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟ ମଧ୍ୟ ସମାନ ସ୍ଥିତି ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଦେଶରେ ଗତକାଲି ଅର୍ଥାତ ସୋମବାର ସୁନା ମୂଲ୍ୟରେ ୧୦୦ ଟଙ୍କା ବୃଦ୍ଧି ଘଟିଥିଲା । ସେହିପରି ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୬୬୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୦୯୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୧,୪୩୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୬୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୭୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୭,୧୫୦ ଟଙ୍କା ଥିଲା ।
 
ଅନ୍ୟପକ୍ଷେ ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ରେକର୍ଡ କରାଯାଇଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୭୦୦ ଟଙ୍କାର ବୃଦ୍ଧି ଘଟିଥିବାବେଳେ ଆଜି ରୁପା ମୂଲ୍ୟରେ ୫୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୨,୧୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୧୬୦ ଟଙ୍କା ରହିଛି । ଯାହା ଗତକାଲି ୬,୨୧୦ ଟଙ୍କା ଥିଲା ।

ସେପଟେ ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ରେ ବୃଦ୍ଧି ଘଟିଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୧୦୦ ଟଙ୍କାର ବୃଦ୍ଧି ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୬୬୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୨,୦୯୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଅର୍ଥାତ ସୋମବାର ୧୦ ଗ୍ରାମ ସୁନା ମୂଲ୍ୟ ୫୧,୪୩୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୬୦୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୭୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୭,୧୫୦ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-କଙ୍ଗାରୁ କୋର୍ଟ ଆଗରେ ହାର ମାନିଲା ପ୍ରେମ, ବିବାହ ବିଚ୍ଛେଦ ସହି ନ ପାରି ଜୀବନ ହାରିଲେ ଯୁବକ

ଏହା ବି ପଢ଼ନ୍ତୁ:-'ଆପଣ ଭଗବାନ ଶ୍ରୀରାମଙ୍କୁ କାହିଁକି ଏତେ ଘୃଣା କରୁଛନ୍ତି?', କଂଗ୍ରେସକୁ ଟାର୍ଗେଟ କଲେ ହାର୍ଦ୍ଦିକ

ଏହା ବି ପଢ଼ନ୍ତୁ:-କଂଗ୍ରେସ ଅଧ୍ୟକ୍ଷା ଗଠନ କଲେ ୩ଟି କମିଟି, ସଚିନ ସମେତ ଜି-୨୩ର ଅନେକ ନେତାଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ମଧ୍ୟ ହ୍ରାସ ଦେଖାଦେଇଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୬୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପଟେ ଆଜି ରୁପା ମୂଲ୍ୟରେ ୪୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୧୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୫୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୧୦ ଟଙ୍କା ରହିଛି । ଯାହା ଗତକାଲି ୬,୬୫୦ ଟଙ୍କା ଥିଲା ।