ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ରୁପା ଦରରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍
Advertisement
Article Detail0/zeeodisha/odisha1164348

ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ରୁପା ଦରରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

Gold-Silver Rate: ଆଜି ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ମଧ୍ୟ ସ୍ଥିର ଅଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୫୩,୪୪୦ ଟଙ୍କା ରହିଛି ।

ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ: ରୁପା ଦରରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

ନୂଆଦିଲ୍ଲୀ: Gold-Silver Rate: ସପ୍ତାହର ପ୍ରଥମ ଦିନ (ସୋମବାର) ଅର୍ଥାତ ଏପ୍ରିଲ ୨୫ରେ ସୁନା ମୂଲ୍ୟ (Gold Price) ସ୍ଥିର ରହିଥିବାବେଳେ ରୁପା ମୂଲ୍ୟରେ ହ୍ରାସ ଘଟିଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ସମାନ ସ୍ଥିତି ଦେଖାଦେଇଛି । ଦେଶରେ ଗତକାଲି (ରବିବାର) ସୁନା ମୂଲ୍ୟରେ ୧୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୩,୪୪୦ ଟଙ୍କା ରହିଛି । ଯାହା ଗତକାଲି ଏହାର ମୂଲ୍ୟ ୫୩,୪୪୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦର ସ୍ଥିର ରହିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୮,୯୯୦ ଟଙ୍କା ରହିଛି । ଯାହା ଗତକାଲି ଏହାର ମୂଲ୍ୟ ୪୮,୯୯୦ ଟଙ୍କା ଥିଲା ।
 
ସେପଟେ ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଥିବାବେଳେ ଆଜି ରୁପା ଦରରେ ୧୦୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୯୯୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୫୭୦ ଟଙ୍କା ରହିଛି । ଯାହା ଗତକାଲି ୬,୬୭୦ ଟଙ୍କା ଥିଲା ।

ଆଜି ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ମଧ୍ୟ ସ୍ଥିର ଅଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଥିଲା । ଅନ୍ୟପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟିନାହିଁ । ଯାହା ପରେ ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୫୩,୪୪୦ ଟଙ୍କା ରହିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୩,୪୪୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦର ସ୍ଥିର ରହିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୮,୯୯୦ ଟଙ୍କା ରହିଛି । ଯାହା ଗତକାଲି ଏହାର ମୂଲ୍ୟ ୪୮,୯୯୦ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-ବିୟର ପିଇବାର ରହିଛି ଏହି ୫ଟି ଲାଭ, ଜାଣିଲେ ଚକିତ ହେବେ ଆପଣ

ଏହା ବି ପଢ଼ନ୍ତୁ:-ଏପର୍ଯ୍ୟନ୍ତ କୋରୋନା ସଂକ୍ରମିତ ହୋଇ ନଥିବା ଲୋକଙ୍କ ପାଇଁ ଆସିଛି ଖରାପ ଖବର

ଏହା ବି ପଢ଼ନ୍ତୁ:-ହାର୍ଦ୍ଦିକ ପଟେଲଙ୍କ ଗେରୁଆ ଅବତାର, ହାତ ଛାଡ଼ି ଧରିବେ ପଦ୍ମ!

 

ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ହ୍ରାସ ରେକର୍ଡ କରାଯାଇଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟରେ ୧୦୦ ଟଙ୍କାର ବୃଦ୍ଧି ଘଟିଥିଲା । ଅନ୍ୟପକ୍ଷେ ଆଜି ରୁପା ଦରରେ ୧୦୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଆଜି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୫,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୪୮,୯୯୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୫୭୦ ଟଙ୍କା ରହିଛି । ଯାହା ଗତକାଲି ୬,୬୭୦ ଟଙ୍କା ଥିଲା ।