ରାଜଧାନୀରେ ରୂପା ମୂଲ୍ୟରେ ବଡ଼ ଧରଣର ହ୍ରାସ, ଜାଣି ନିଅନ୍ତୁ କ'ଣ ରହିଛି ସୁନା ରେଟ୍

ବୁଧବାର ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଘଟିଛି । ମଙ୍ଗଳବାର ଦେଶରେ ରୁପା ମୂଲ୍ୟରେ ୨୦୦ ଟଙ୍କାର ବୃଦ୍ଧି ଘଟି ଥିବା ବେଳେ ବୁଧବାର ରୁପା ମୂଲ୍ୟରେ ୩୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ବୁଧବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୦୦୦ ଟଙ୍କାରେ ପହଞ୍ଚିଛି ।

ରାଜଧାନୀରେ ରୂପା ମୂଲ୍ୟରେ ବଡ଼ ଧରଣର ହ୍ରାସ, ଜାଣି ନିଅନ୍ତୁ କ'ଣ ରହିଛି ସୁନା ରେଟ୍

About the Author