ଜାରି ହେଲା ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ୍
Advertisement
Article Detail0/zeeodisha/odisha1263324

ଜାରି ହେଲା ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ୍

Gold-Silver Rate: ଆଜି ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ସ୍ଥିର ରହିଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଥିଲା । ସେପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନାହିଁ ।

ଜାରି ହେଲା ସୁନା-ରୁପାର ନୂଆ ଦାମ୍, ଜାଣନ୍ତୁ କ'ଣ ରହିଛି ରେଟ୍

ନୂଆଦିଲ୍ଲୀ: Gold-Silver Rate: ଆଜି ସପ୍ତାହର ପ୍ରଥମ ଦିନରେ (ସୋମବାର) ଅର୍ଥାତ ଜୁଲାଇ ୧୮ରେ ସୁନା ମୂଲ୍ୟ ସ୍ଥିର ରହିଛି । ଅନ୍ୟପଟେ ରୁପା ମୂଲ୍ୟରେ ବୃଦ୍ଧି ଘଟିଛି । ସେହପିର ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ସମାନ ସ୍ଥିତି ଦେଖାଦେଇଛି । ଦେଶରେ ଗତକାଲି (ରବିବାର) ସୁନା ମୂଲ୍ୟରେ ୧୦ ଟଙ୍କାର ହ୍ରାସ ଘଟିଥିଲା । ବିଗତ ୩ ଦିନରେ ଦେଶରେ ୭୭୦ ଟଙ୍କାର ହ୍ରାସ ଘଟିଛି । ଅନ୍ୟପଟେ ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ କୌଣସି ପରିବର୍ତ୍ତନ ଘଟିନାହିଁ ।  ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୩୯୦ ଟଙ୍କା ରହିଛି । ଯାହା ଗତକାଲି ଏହାର ମୂଲ୍ୟ ୫୦,୩୯୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦର ମଧ୍ୟ ସ୍ଥିର ରହିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୬,୧୯୦ ଟଙ୍କା ରହିଛି । ଯାହା ଗତକାଲି ଏହାର ମୂଲ୍ୟ ୪୬,୧୯୦ ଟଙ୍କା ଥିଲା ।
 
ଅନ୍ୟପଟେ ଆଜି ଦେଶରେ ରୁପା ମୂଲ୍ୟ (Silver Price) ରେ ବୃଦ୍ଧି ଦେଖାଦେଇଛି । ଗତକାଲି ଦେଶରେ ରୁପା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନଥିଲା । ଅନ୍ୟପଟେ ଆଜି ରୁପା ମୂଲ୍ୟରେ ୪୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୬,୦୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୫,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୫,୬୦୦ ଟଙ୍କା ରହିଛି । ଯାହା ଗତକାଲି ୫,୫୬୦ ଟଙ୍କା ଥିଲା ।

ଆଜି ଭୁବନେଶ୍ୱର (Bhubaneswar) ରେ ସୁନା ଦର (Gold Price) ସ୍ଥିର ରହିଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଥିଲା । ସେପଟେ ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ କୌଣସି ପରିବର୍ତ୍ତନ ଘଟି ନାହିଁ । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୩୯୦ ଟଙ୍କା ରହିଛି । ଯାହା ଗତକାଲି ଅର୍ଥାତ ରବିବାର ୧୦ ଗ୍ରାମ ସୁନା ମୂଲ୍ୟ ୫୦,୩୯୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦର ସ୍ଥିର ରହିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୧୯୦ ଟଙ୍କା ରହିଛି । ଯାହା ଗତକାଲି ଏହାର ମୂଲ୍ୟ ୪୬,୧୯୦ ଟଙ୍କା ଥିଲା ।

ଏହା ବି ପଢ଼ନ୍ତୁ:-ଶେଷ ହେବ ସରକାରୀ କର୍ମଚାରୀଙ୍କ ଅପେକ୍ଷା, ମହଙ୍ଗା ଭତ୍ତା ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍!

ଏହା ବି ପଢ଼ନ୍ତୁ:-କେଉଁଠି ମଟନ୍ ବିରିୟାନୀ ତ କେଉଁଠି ଚିକେନ୍, ଭାରତର ଏସବୁ ମନ୍ଦିରରେ ମିଳିଥାଏ ଆମିଷ ଭୋଗ

ଏହା ବି ପଢ଼ନ୍ତୁ:-ଉଦ୍ଧବ ଠାକରେଙ୍କୁ ପୁଣି ଲାଗିଲା ଜୋରଦାର ଝଟକା, ଶିବସେନାରୁ ଇସ୍ତଫା ଦେଲେ ଏହି ବଡ଼ ନେତା

 

ଆଜି ଭୁବନେଶ୍ୱରରେ ରୁପା ମୂଲ୍ୟ (Silver Price) ରେ ରେକର୍ଡ ବୃଦ୍ଧି ଘଟିଛି । ଗତକାଲି ରାଜଧାନୀରେ ରୁପା ମୂଲ୍ୟ ସ୍ଥିର ରହିଥିଲା । ଅନ୍ୟପଟେ ଆଜି ରୁପା ମୂଲ୍ୟରେ ୬,୧୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୧,୭୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୫୫,୬୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୧୭୦ ଟଙ୍କା ରହିଛି । ଯାହା ଗତକାଲି ୫,୫୬୦ ଟଙ୍କା ଥିଲା ।