ଆଫଗାନିସ୍ତାନ ଅର୍ଥ ବ୍ୟବସ୍ଥାକୁ ନିୟନ୍ତ୍ରଣ କରିବା ପାଇଁ ପାକିସ୍ତାନର ନୂଆ ଗେମ୍ ପ୍ଲାନ, ପାକିସ୍ତାନୀ ଟଙ୍କା ଆପଣାଇବ ତାଲିବାନ

କିଛି ଦିନ ପୂର୍ବେ ପାକିସ୍ତାନର ଗୁଇନ୍ଦା ଏଜେନ୍ସି ଆଇଏସଆଇ ମୁଖ୍ୟ ଫୈଜ ହମିଦ କାବୁଲରେ ପହଞ୍ଚିଥିଲେ ଓ ଏହାର ଗୋଟିଏ ଦିନ ପରେ ତାଲିବାନ ମଧ୍ୟବର୍ତ୍ତୀକାଳୀନ ସରକାର ଘୋଷଣା କରିଥିଲା ।

ଆଫଗାନିସ୍ତାନ ଅର୍ଥ ବ୍ୟବସ୍ଥାକୁ ନିୟନ୍ତ୍ରଣ କରିବା ପାଇଁ ପାକିସ୍ତାନର ନୂଆ ଗେମ୍ ପ୍ଲାନ, ପାକିସ୍ତାନୀ ଟଙ୍କା ଆପଣାଇବ ତାଲିବାନ

About the Author