ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୯ ଜଣ ଶ୍ରମିକଙ୍କ ମୃତ୍ୟୁ

ମଧ୍ୟପ୍ରଦେଶର ଗୁନାରେ ୬୦ରୁ ଅଧିକ ଶ୍ରମିକଙ୍କ ବସ୍ ବୁଧବାର ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଯାଇଥିଲା । ଏହି ଦୁର୍ଘଟଣାରେ ୮ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି ।

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୯ ଜଣ ଶ୍ରମିକଙ୍କ ମୃତ୍ୟୁ
Image Credit: ଫଟୋ ସୌଜନ୍ୟ: ସୋସିଆଲ ମିଡିଆ

About the Author