Advertisement
Article Detail0/zeeodisha/odisha2752168
Zee OdishaOdisha National-InternationalDonald Trump: ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଭାରତ ଏବଂ ପାକିସ୍ତାନ ଯୁଦ୍ଧବିରତି ପାଇଁ ପ୍ରସ୍ତୁତ

Donald Trump: ଡୋନାଲ୍ଡ ଟ୍ରମ୍ପଙ୍କ ଦାବି 'ଭାରତ ଏବଂ ପାକିସ୍ତାନ ଯୁଦ୍ଧବିରତି ପାଇଁ ପ୍ରସ୍ତୁତ'

India-Pakistan Conflict: ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଲେଖିଛନ୍ତି ଯେ, ଆମେରିକାର ମଧ୍ୟସ୍ଥତାରେ ଦୀର୍ଘ ରାତିର ଆଲୋଚନା ପରେ, ମୁଁ ଘୋଷଣା କରି ଖୁସି ହେଉଛି ଯେ ଭାରତ ଏବଂ ପାକିସ୍ତାନ ଯୁଦ୍ଧବିରତି ପାଇଁ ରାଜି ହୋଇଛନ୍ତି। 

Donald Trump: ଡୋନାଲ୍ଡ ଟ୍ରମ୍ପଙ୍କ ଦାବି 'ଭାରତ ଏବଂ ପାକିସ୍ତାନ ଯୁଦ୍ଧବିରତି ପାଇଁ ପ୍ରସ୍ତୁତ'

India-Pakistan Conflict: ପହଲଗାମରେ ଆତଙ୍କବାଦୀଙ୍କ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଲାଗିରହିଛି । ଏହା ଉପରେ ପ୍ରତିକ୍ରିୟା ରଖିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ସେ କହିଛନ୍ତି, ଭାରତ ଏବଂ ପାକିସ୍ତାନ ଯୁଦ୍ଧବିରତି ପାଇଁ ରାଜି ହୋଇଛନ୍ତି। ତଥାପି, ଭାରତ ସରକାରଙ୍କ ପ୍ରତିକ୍ରିୟାକୁ ଅପେକ୍ଷା କରାଯାଇଛି।

ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଲେଖିଛନ୍ତି ଯେ, ଆମେରିକାର ମଧ୍ୟସ୍ଥତାରେ ଦୀର୍ଘ ରାତିର ଆଲୋଚନା ପରେ, ମୁଁ ଘୋଷଣା କରି ଖୁସି ହେଉଛି ଯେ ଭାରତ ଏବଂ ପାକିସ୍ତାନ ଯୁଦ୍ଧବିରତି ପାଇଁ ରାଜି ହୋଇଛନ୍ତି। ଉଭୟ ଦେଶକୁ ଅଭିନନ୍ଦନ ଜଣାଇବା ସହ ଟ୍ରମ୍ପ କହିଛନ୍ତି ଯେ, ଗୁରୁତ୍ୱପୂର୍ଣ୍ଣ ବିଷୟ ଗୁଡିକ ପ୍ରତି ଧ୍ୟାନ ଦେବା ପାଇଁ ଧନ୍ୟବାଦ!”

Also Read- ଭାରତ-ପାକ୍ ଉତ୍ତେଜନା ମଧ୍ୟରେ ଦିଲ୍ଲୀ-ନୋଏଡା ସୀମାରେ ହାଇ ଆଲର୍ଟ, ସୁରକ୍ଷା କଡାକଡି

Add Zee News as a Preferred Source

Also Read- Weekly Tarot Reading: କେମିତି ବିତିବ ୧୨ ରୁ ୧୮ ମଇ ? ପଢନ୍ତୁ ନୂଆ ସପ୍ତାହର ରାଶିଫଳ

About the Author