ଓଡ଼ିଶାରେ ପହଞ୍ଚିଲେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ସଂଧ୍ୟାରେ ଦାୟିତ୍ଵ ଗ୍ରହଣ କରିବେ!

୨୮ ଜୁନ୍‌ରେ ମନୋଜ ଆହୁଜା ନୂଆ ଶାସନ ସଚିବ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ମନୋଜଙ୍କ ସହ ମୁଖ୍ୟ ଶାସନ ସଚିବ ରେସ୍‌ରେ ଅନେକ ଆଇଏଏସ୍‌ ରହିଥିଲେ।

ଓଡ଼ିଶାରେ ପହଞ୍ଚିଲେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ସଂଧ୍ୟାରେ ଦାୟିତ୍ଵ ଗ୍ରହଣ କରିବେ!

About the Author