ରାଜ୍ୟରେ ଗୋଟିଏ ଦିନରେ ଚିହ୍ନଟ ହେଲେ ୮୩ କୋରୋନା ଆକ୍ରାନ୍ତ

ରାଜ୍ୟରେ ବର୍ତ୍ତମାନ ଯାଏ ଚିହ୍ନଟ ୩୭୭ କୋରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାସହ ୬୮ ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ବର୍ତ୍ତମାନ ୩୦୬ଟି ସକ୍ରିୟ କୋରୋନା ମାମଲା ରହିଛି । ଗଞ୍ଜାମ ଜିଲ୍ଲାରେ ସର୍ବାଧିକ କୋରୋନା ମାମଲା ରହିଛି ।

ରାଜ୍ୟରେ ଗୋଟିଏ ଦିନରେ ଚିହ୍ନଟ ହେଲେ ୮୩ କୋରୋନା ଆକ୍ରାନ୍ତ
Image Credit: ପ୍ରତୀକାତ୍ମକ ଫଟୋ

About the Author