ରାଜ୍ୟରେ ୩ଟି ସ୍ୱତନ୍ତ୍ର ଟ୍ରେନ ସେବା ଅଗଷ୍ଟ ୧୨ ଯାଏ ବୃଦ୍ଧି

ଏହି ଟ୍ରେନ ରାଉରକେଲା ଓ ଭୁବନେଶ୍ୱର ମଧ୍ୟରେ ଉଭୟ ଦିଗରୁ ରାଜଗାଙ୍ଗପୁର, ବାମରା, ଝାରସୁଗୁଡା, ରେଙ୍ଗାଲି, ସମ୍ବଲପୁର ସିଟି, ରେଢ଼ାଖୋଲ, ବଇଣ୍ଡା, ଅନୁଗୋଳ, ତାଳଚେର ରୋଡ଼, ଢେଙ୍କାନାଳ ଏବଂ ନାରାଜ ମାର୍ଥାପୁର ଷ୍ଟେସନ ମାନଙ୍କରେ ରହଣି କରିବ । ଏହା ବ୍ୟତୀତ ଅନ୍ୟ ଦୁଇଟି ଅନ୍ତଃ ରାଜ୍ୟ ସ୍ୱତନ୍ତ୍ର ଟ୍ରେନ ସେବାକୁ ମଧ୍ୟ ନିମ୍ନ ଅନୁଯାୟୀ ଅଗଷ୍ଟ ୧୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଅଛି ।

ରାଜ୍ୟରେ ୩ଟି ସ୍ୱତନ୍ତ୍ର ଟ୍ରେନ ସେବା ଅଗଷ୍ଟ ୧୨ ଯାଏ ବୃଦ୍ଧି

About the Author