'ସର୍ବୋପରି ସବୁ ସେଇ ଲୀଳାମୟଙ୍କ ଇଚ୍ଛା'

ପ୍ରଧାନମନ୍ତ୍ରୀଙ୍କ ନିଷ୍ଠା ଯୋଗୁ ରଥଯାତ୍ରା ସମ୍ଭବ ହୋଇଛି । ଏକ୍ଷେତ୍ରରେ ପ୍ରଧାନମନ୍ତ୍ରୀ ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହା ନିଷ୍ଠା ପ୍ରଦର୍ଶନ କରିଛନ୍ତି ବୋଲି କହିଛନ୍ତି ପୃଥ୍ୱୀରାଜ ହରିଚନ୍ଦନ ।

'ସର୍ବୋପରି ସବୁ ସେଇ ଲୀଳାମୟଙ୍କ ଇଚ୍ଛା'
Image Credit: ଫାଇଲ ଫଟୋ

About the Author