ପୁଣି ସକ୍ରିୟ ହେଲା ମୌସୁମୀ, ଆସନ୍ତା ୪ ଦିନ ଯାଏ ପ୍ରବଳ ବର୍ଷିବ

ବିଶେଷ କରି ଆସନ୍ତା ୨୪ ଘଣ୍ଟାରେ କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ବଲାଙ୍ଗୀର, କେନ୍ଦ୍ରାପଡ଼ା ଜିଲ୍ଲାର ଅତି ପ୍ରବଳ ବର୍ଷା ଏବଂ ବୌଦ୍ଧ, କୋରାପୁଟ, ଗଜପତି, ନୟାଗଡ଼, ଭଦ୍ରକ, ନୂଆପଡ଼ା, ଢେଙ୍କାନାଳ, ଯାଜପୁର ଓ ବାଲେଶ୍ଵର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ପୁଣି ସକ୍ରିୟ ହେଲା ମୌସୁମୀ, ଆସନ୍ତା ୪ ଦିନ ଯାଏ ପ୍ରବଳ ବର୍ଷିବ

About the Author