ରାଜଧାନୀରେ ଆରମ୍ଭ ହେଲା ସେରୋଲଜିକାଲ ଟେଷ୍ଟ

କ୍ଲଷ୍ଟର ଅନୁଯାୟୀ ୫ଟି କ୍ଲଷ୍ଟରରେ ସର୍ଭେ କରାଯାଉଛି । ୨ଟି ପର୍ଯ୍ୟାୟରେ ସେରୋ ସର୍ଭେଲାନ୍ସ କରାଯିବ । ପ୍ରଥମ ପର୍ଯ୍ୟାୟ ପାଇଁ ୫ଟି ଟିମ୍‌ ଗଠିତ ହୋଇଛି । ପ୍ରତି ଟିମରେ ୭ରୁ ୧୦ଜଣ ସଦସ୍ୟ ରହିବେ ।

ରାଜଧାନୀରେ ଆରମ୍ଭ ହେଲା ସେରୋଲଜିକାଲ ଟେଷ୍ଟ

About the Author