ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶ, ଜୁଲାଇ ୧୩ରୁ ସମସ୍ତ ଶିକ୍ଷାନୁଷ୍ଠାନରେ ଅନଲାଇନ୍‌ କ୍ଲାସ୍‌

ସବୁ ଶିକ୍ଷାନୁଷ୍ଠାନରେ ହେଲ୍ପଲାଇନ୍ ବ୍ୟବସ୍ଥା କରିବାକୁ ବି ନିର୍ଦ୍ଦେଶ ଜାରି ହୋଇଛି । ପିଲାମାନେ ଲାଇବ୍ରେରୀରୁ ଯେପରି ବହି ନେଇ ପଢ଼ି ପାରିବେ, ସେ ବ୍ୟବସ୍ଥା କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଜାରି ହୋଇଥିବା ଚିଠିରେ ଉଲ୍ଲେଖ ଅଛି ।

ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶ, ଜୁଲାଇ ୧୩ରୁ ସମସ୍ତ ଶିକ୍ଷାନୁଷ୍ଠାନରେ ଅନଲାଇନ୍‌ କ୍ଲାସ୍‌
Image Credit: ପ୍ରତୀକାତ୍ମକ ଫଟୋ

About the Author