ଦିଲ୍ଲୀରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୭୨୦, ୧୨ ମୃତ

କେନ୍ଦ୍ରୀୟ ରାଜଧାନୀ ଦିଲ୍ଲୀରେ କୋରୋନା ଅନିୟନ୍ତ୍ରିତ ଭାବେ ବ୍ୟାପିବାରେ ଲାଗିଛି। କୋରୋନା କବଳରେ ଦିନକୁ ଦିନ ଅଧିକରୁ ଅଧିକ ଲୋକ ଆକ୍ରାନ୍ତ ହେଉଥିବା ଦେଖିବାକୁ ମିଳିଛି। ଏହି ଆକ୍ରାନ୍ତଙ୍କ ସଂଖ୍ୟା ଦୈନିକ ବୃଦ୍ଧି ପାଇଁ ୭୩୦ରେ ପହଞ୍ଚିଛି। ଦିଲ୍ଲୀର ସରକାରର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବୁଲେଟିନରୁ ଏହି ତଥ୍ୟ ମିଳିଛି

ଦିଲ୍ଲୀରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୭୨୦, ୧୨ ମୃତ

About the Author