• हिन्दी
  • English
  • मराठी
  • বাংলা
  • தமிழ்
  • മലയാളം
  • ગુજરાતી
  • తెలుగు
  • ಕನ್ನಡ
  • ଓଡ଼ିଶା
  • सलाम
  • PHH
  • THS
  • Business
  • Techlusive
  • WION
  • facebookyoutubetwitterwhatsapp
Zee Odisha News
  • News
  • Video
  • Photos
  • Live Blog
Add Zee Business As A Preferred Source
App
  • LIVE टीवी
  • ହୋମ୍
  • ରାଜନୀତି
  • ରଥଯାତ୍ରା
  • ଭିଡ଼ିଓ
  • ଫଟୋ ଗ୍ୟାଲେରୀ
  • ରାଜ୍ୟ ଖବର
  • କ୍ରୀଡ଼ା
  • ଟ୍ରେଣ୍ଡିଙ୍ଗ୍
  • ମନୋରଞ୍ଜନ
  • ଜୀବନଚର୍ଯ୍ୟା
  • ଦେଶ-ବିଦେଶ
  • ଶିକ୍ଷା ଓ ନିଯୁକ୍ତି
  • ଓଡ଼ିଶା ନ୍ୟୁଜ
  • /Other News
  • /କେମିତି କଟିବ ଶନିବାର

କେମିତି କଟିବ ଶନିବାର

ମନ ପ୍ରସନ୍ନ ରହିବ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି ।

Edited By:Zee Odisha Desk
Published: May 08, 2020, 08:24 PM IST|Updated: May 08, 2020, 08:24 PM IST
joinshare
କେମିତି କଟିବ ଶନିବାର

About the Author

    Zee Odisha Desk

    Zee Odisha Desk

    Trending

    • News
    • Photos
    • Videos
    ଭୟଙ୍କର ଅଗ୍ନିକାଣ୍ଡ! ଚାର୍ଜିଂ ବେଳେ ଇ-ବାଇକ୍‌ରେ ବିସ୍ଫୋରଣ, ବିଲ୍ଡିଂରେ ଫସିଲେ ୫୦ ପରିବାର

    ଭୟଙ୍କର ଅଗ୍ନିକାଣ୍ଡ! ଚାର୍ଜିଂ ବେଳେ ଇ-ବାଇକ୍‌ରେ ବିସ୍ଫୋରଣ, ବିଲ୍ଡିଂରେ ଫସିଲେ ୫୦ ପରିବାର

    noida Fire news37 min ago
    2

    ସ୍ୱର୍ଗତ ନନ୍ଦ କିଶୋର ଗୋଏଙ୍କାଙ୍କ ସ୍ମୃତିରେ ଗଢ଼ାହେବ ‘ଶ୍ରୀ ନନ୍ଦ କିଶୋର ଗୋଏଙ୍କା ୟୁନିଭର୍ସିଟି’

    Subhash Chandra53 min ago
    3

    ତିନି ରଥରେ ଆଜ୍ଞାମାଳ ବିଜେ କଲେ ୩ ପୂଜାପଣ୍ଡା

    Rath Yatra 20262 hrs ago
    4

    ପଞ୍ଚଭୂତରେ ବିଲୀନ ହେଲେ ନନ୍ଦ କିଶୋର ଗୋଏଙ୍କା

    Shri Nand Kishore Goenka2 hrs ago
    5

    IRCTC New Website: ଟ୍ରେନ୍ ଟିକେଟ୍ ବୁକିଂରେ ଆମୂଳଚୂଳ ପରିବର୍ତ୍ତନ! ଆଜିଠୁ ନୂଆ ୱେବସାଇଟ୍

    IRCTC website3 hrs ago

    ମେଷ- କର୍ମ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିବେ । ଆୟ ବୃଦ୍ଧିର ସୂଚନା ମିଳୁଛି । ଚିନ୍ତାଧାରା ଉନ୍ନତମାନର ହେବ । ପାରିବାରିକ ସୁଖ ମିଳିବ ।

    ବୃଷ- ସ୍ୱାସ୍ଥ୍ୟ ଭଲ ରହିବ ନାହଁ । ମନ ଭାରାକ୍ରାନ୍ତ ରହିବ । ଆୟ ବାଧା ପ୍ରାପ୍ତ ହେବ । ପାରିବାରିକ ଜୀବନ ଶାନ୍ତିରେ କଟିବ ।

    ମିଥୁନ- ନୂତନ କର୍ମରେ ଯୋଗ ଦେଇ ଖୁସି ହେବେ । ମନ ପ୍ରସନ୍ନ ରହିବ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଦୂରଯାତ୍ରା କରିପାରନ୍ତି ।

    କର୍କଟ- ଶରୀର ସୁସ୍ଥ ରହିବ । ସଫଳତା ପ୍ରାପ୍ତି ପାଇଁ ଅଧିକ ପରିଶ୍ରମ କରନ୍ତୁ ।ଆୟ ବ୍ୟୟ ସମାନ ରହିବ । କାର୍ଯ୍ୟାଳୟରେ ପ୍ରଶଂସାଭାଜନେ ହେବେ । ବ୍ୟବସାୟରେ ପୁଞି ନିବେଶ କରିବେ ।

    ସିଂହ- ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ । ପରିସ୍ଥିତି ପ୍ରତି ସଜାଗ ରୁହନ୍ତୁ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଚୌର ଭୟ ରହିବ । ଅଚିହ୍ନା ଅପରିଚିତ ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ ।

    କନ୍ୟା- ଶରୀର ସାମାନ୍ୟ ଅସୁସ୍ଥ ରହିବ । କର୍ମକ୍ଷେତ୍ରରେ ଅଶାନ୍ତିର ବାତାବରଣ ମିଳିବ । ଆର୍ଥିକ ଅନାଟନ ଦେଇ ଗତିକରିବେ । ପାରିବାରିକ ସୁଖଶାନ୍ତି ବ୍ୟାହତ ହେବ ।

    ତୁଳା- ସୁଖପୂର୍ଣ୍ଣ ଜୀବନ ଯାପନ କରିବେ । କର୍ମ କ୍ଷେତ୍ର ସହଜ ସରଳ ବୋଧଗମ୍ୟ ହେବ । ବନ୍ଧୁ ସାହାଯ୍ୟ ପାଇ ଖୁସି ହେବେ । ସନ୍ତାନଙ୍କ କୃତିତ୍ୱ ଆତ୍ମଶାନ୍ତି ପ୍ରଦାନ କରିବ ।

    ବିଛା- ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ । ନିର୍ଭୀକ ଭାବେ କାର୍ଯ୍ୟ ସମ୍ପାଦନ କରିବେ । ବନ୍ଧୁଙ୍କ ସହଯୋଗ ମିଳିବ । ଆୟ ବୃଦ୍ଧି ପାଇବ ।

    ଧନୁ- କର୍ମ ପ୍ରବଣତା ପ୍ରକାଶ ପାଇବ । ସମସ୍ତ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ଧନ ପ୍ରାପ୍ତିର ସୁଯୋଗ ସୃଷ୍ଟିହେବ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।

    ମକର- ଅସୁସ୍ଥତାରୁ ସଂପୂର୍ଣ୍ଣ ଆରୋଗ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ ସ୍ଥିତି ଅନୁକୂଳ ରହିବ । ବନ୍ଧୁ ସୂତ୍ରରୁ ଲାଭବାନ ହେବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭମୟ ଅଟେ ।

    କୁମ୍ଭ- ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ବ୍ୟବସାୟରେ ଲାଭବାନ ହେବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ ।

    ମୀନ- ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ଆତ୍ମଶାନ୍ତି ଲଭିବେ । ଦିଅଁ ଦର୍ଶନ ମଙ୍ଗଳକର ହେବ । ଭୂମି କିମ୍ବା ଗୃହ କ୍ରୟ ପାଇଁ ଯୋଗାଯୋଗ ସ୍ଥାପନ କରିବେ ।ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ ।

    Add Zee News as a Preferred Source
    TAGS:
    Horoscope
    Astrology
    Saturday