ଦେହ ଭଲ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ ।
Trending Photos
ମେଷ- ଆମୋଦପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ବ୍ୟବସାୟରେ ଲାଭବାନ ହେବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ ।
ବୃଷ-ନିଜ ଅଧିକାର ସାବ୍ୟସ୍ତ କରିବେ । ଆଶା କରୁଥିବା ଦିଗରୁ ଅର୍ଥପ୍ରାପ୍ତି ହେବ । ବିବାଦୀୟ ଘଟଣାର ଅବସାନ ଘଟିବ
ମିଥୁନ- ମାନସିକ ଶାନ୍ତି ଫେରି ପାଇବେ । ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । କାର୍ଯ୍ୟାଳୟର ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ପାରିବାରିକ ଜୀବନ ହର୍ଷୋଲ୍ଲାସ ଭରା ରହିବ ।
କର୍କଟ- ଦେହ ଆରୋଗ୍ୟ ରହିବ । ପ୍ରତ୍ୟେକ କାର୍ଯ୍ୟ ସୂଚାରୁ ରୂପେ ସଂପାଦନ କରିବେ । କର୍ମ କ୍ଷେତ୍ରରେ ଉଚ୍ଚ ପଦାଧିଙ୍କ ଠାରୁ ପ୍ରଶଂସା ପାଇବେ ।ଆର୍ଥିକ ସ୍ଥିତି ସ୍ୱଚ୍ଛଳ ହେବ ।
ସିଂହ- ଦେହ ଓ ମନ ଭଲ ରହିବ । ଈଶ୍ୱରଙ୍କ ପ୍ରତି ଆସ୍ଥା ବଢିବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । କାର୍ଯ୍ୟାଳୟରେ ପାରଦର୍ଶିତା ଦେଖାଇବେ । ପାରିବାରିକ ଜୀବନ ସୁଖମୟ ହେବ ।
କନ୍ୟା- ମାନସିକ ଓ ଶାରୀରିକ ସୁସ୍ଥତା ଲାଭ କରିବେ । ପୂଜା ଆରଧନାରେ ସମୟ କାଟିବେ । ପ୍ରତ୍ୟେକ କାର୍ଯ୍ୟରେ ଆତ୍ମସନ୍ତୋଷ ଲାଭ କରିବେ । ପାରିବାରିକ ଜୀବନ ହେବ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ ।
ତୁଳା- ଘାତବାର ଭୋଗ ହେତୁ ବିଶେଷ ଭାବେ ସତର୍କ ରୁହନ୍ତୁ । ଧନକ୍ଷୟ ହେବାର ସମ୍ଭାବନା ରହିଛି । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । ଶରୀର ପୀଡା ଦେଖାଦେବ ।
ବିଛା- ଶରୀର ସୁସ୍ଥ ରହିବ । ଧର୍ମ କାର୍ଯ୍ୟ ପ୍ରତି ଆଗ୍ରହୀ ହେବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ପାରିବାରିକ ଜୀବନ ସମୃଦ୍ଧ ହେବ ।
ଧନୁ- ଦେହ ଭଲ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ । ଆୟ ଓ ବ୍ୟୟ ସମାନ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ ।
ମକର- ଶରୀର ସୁସ୍ଥ ରହିବ । କୌଣସି ଧାର୍ମୀକ କାର୍ଯ୍ୟରେ ଯୋଗ ଦେବେ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ମିଳିବ । ଆୟ ଉତ୍ତମ ହେବ ।
କୁମ୍ଭ- ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ । ମନ ଦୁର୍ବଳ ରହିବ । ଆୟ ମଧ୍ୟମ ଧରଣର ହେବ । ଈଶ୍ୱରଙ୍କ ପ୍ରତି ଆସ୍ଥା ବଢିବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ
ମୀନ- କର୍ମ ତତ୍ପରତା ପ୍ରକାଶ ପାଇବ । ସୁଖ ସମ୍ମାନର ଅଧିକାରୀ ହେବେ । ଉଚ୍ଚ ଆଶା ସଫଳ ହେବ । ରାଜନୈତିକ ବ୍ୟକ୍ତି ବିଶେଷଙ୍କର ପତିଆର ବୃଦ୍ଧି ପାଇବ ।