• हिन्दी
  • English
  • मराठी
  • বাংলা
  • தமிழ்
  • മലയാളം
  • ગુજરાતી
  • తెలుగు
  • ಕನ್ನಡ
  • ଓଡ଼ିଶା
  • सलाम
  • Z Bharat
  • PHH
  • THS
  • Business
  • WION
  • facebookyoutubetwitterwhatsapp
Zee Odisha News
  • News
  • Video
  • Photos
  • Live Blog
Add Zee Business As A Preferred Source
App
  • LIVE टीवी
  • ହୋମ୍
  • ରାଜନୀତି
  • ରଥଯାତ୍ରା
  • ଭିଡ଼ିଓ
  • ଫଟୋ ଗ୍ୟାଲେରୀ
  • ରାଜ୍ୟ ଖବର
  • କ୍ରୀଡ଼ା
  • ଟ୍ରେଣ୍ଡିଙ୍ଗ୍
  • ମନୋରଞ୍ଜନ
  • ଜୀବନଚର୍ଯ୍ୟା
  • ଦେଶ-ବିଦେଶ
  • ଶିକ୍ଷା ଓ ନିଯୁକ୍ତି
  • ଓଡ଼ିଶା ନ୍ୟୁଜ
  • /Other News
  • /କେମିତି କଟିବ ମଙ୍ଗଳବାର

କେମିତି କଟିବ ମଙ୍ଗଳବାର

ସ୍ୱାସ୍ଥ୍ୟ ସମସ୍ୟାରୁ ମୁକୁଳିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭଜନକ ହେବ ।

Edited ByZee Odisha Desk
Published: May 12, 2020, 06:59 AM IST|Updated: May 12, 2020, 06:59 AM IST
joinshare
କେମିତି କଟିବ ମଙ୍ଗଳବାର

About the Author

    Zee Odisha Desk

    Zee Odisha Desk

    Trending

    • News
    • Photos
    • Videos
    Top 10 News: ୧୪ଜଣ OAS ଅଫିସରଙ୍କୁ ପଦନ୍ନୋତି, କାଲି ମିଳିବ ସିଏମ୍-କିଷାନ ଟଙ୍କା ଓ ଅନ୍ୟ ଖବର

    Top 10 News: ୧୪ଜଣ OAS ଅଫିସରଙ୍କୁ ପଦନ୍ନୋତି, କାଲି ମିଳିବ ସିଏମ୍-କିଷାନ ଟଙ୍କା ଓ ଅନ୍ୟ ଖବର

    2

    ସରକାରୀ ପାଣ୍ଠି ଆତ୍ମସାତ କରି ପୂର୍ବତନ ପିଇଓ ଏବଂ ପୂର୍ବତନ ସରପଞ୍ଚ ଗିରଫ !

    3

    ୱାର୍ଲ୍ଡ କପ୍ ୨୦୨୭ ଖେଳିବେ ରୋହିତ ଶର୍ମା! BCCI ଲଗାଇଲା ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ...

    4

    Janmashtami 2026: ଜନ୍ମାଷ୍ଟମୀ ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତି

    5

    କକରୋଚ୍ ଜନତା ପାର୍ଟିରେ ଫାଟ! ଗଠନ ହେଲା ‘CJP-ଡେମୋକ୍ରାଟିକ୍’, କମିଟି ଚୟନକୁ ନେଇ ମନୀଷ ବ୍ରହ୍ମଭଟ

    ମେଷ-ହସ ଖୁସିର ଦିନ ଅତିବାହିତ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ପ୍ରତିଯୋଗିତା ମନୋଭାବ ନେଇ କାର୍ଯ୍ୟ କରିବେ । ବ୍ୟବସାୟରେ ଅଭିବୃଦ୍ଧି ହେବ । ସନ୍ତାନଙ୍କ କାର୍ଯ୍ୟ କଳାପ ଆପଣଙ୍କୁ ଖୁସି ପ୍ରଦାନ କରିବ ।

    ବୃଷ-ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପ୍ରଶଂସା ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ ।

    ମିଥୁନ- ସ୍ୱାସ୍ଥ୍ୟ ସଚେତନ ହେବେ । ସ୍ଥିର ଚିତ୍ତରେ ସମସ୍ତ କାର୍ଯ୍ୟ ସୂଚାରୁ ରୂପେ ତୁଳାଇବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ବ୍ୟବସାୟ ଭଲ ହେବ ।

    କର୍କଟ- ଅସୁସ୍ଥତାରୁ ସଂପୂର୍ଣ୍ଣ ଆରୋଗ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ ସ୍ଥିତି ଅନୁକୂଳ ରହିବ । ବନ୍ଧୁ ସୂତ୍ରରୁ ଲାଭବାନ ହେବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭମୟ ଅଟେ

    ସିଂହ- ଶରୀର ସୁସ୍ଥ ରହିବ । ପ୍ରତିଟି କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ଆର୍ଥିକ ଅଭିବୃଦ୍ଧି ଘଟିବ । କାର୍ଯ୍ୟାଳୟରେ ଅଧ୍ୟସ୍ତନ କର୍ମଚାରୀଙ୍କ ଦ୍ୱାରା ସମ୍ମାନ ପାଇବେ ।

    କନ୍ୟା- ଶରୀର ଆରୋଗ୍ୟ ରହିବ । କର୍ତ୍ତବ୍ୟ ନିଷ୍ଠ ହେବେ । ଆୟ ଓ ବ୍ୟୟ ସମାନ ରହିବ । ପାରିବାରିକ ସୁଖସମ୍ମାନ ଲାଭ କରିବେ । ସେବା ପୂଜା ପ୍ରତି ମନ ବଳିବ । ବ୍ୟବସାୟ ଲାଭପ୍ରଦ ହେବ ।

    ତୁଳା- ମାନସିକ ଅବସାଦ ଦେଖାଦେବ । ଚିନ୍ତାଗ୍ରସ୍ତ ରହିବେ । କାର୍ଯ୍ୟରେ ବାଧା ଓ ଅବରୋଧ ଦେଖାଦେବ । ସହକର୍ମୀଙ୍କ ସହ ମତଭେଦ ଦେଖାଦେବ ।

    ବିଛା- ସ୍ୱାସ୍ଥ୍ୟ ସମସ୍ୟାରୁ ମୁକୁଳିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭଜନକ ହେବ । ସନ୍ତାନଙ୍କ କାର୍ଯ୍ୟକଳାପରେ ସନ୍ତୁଷ୍ଟି ପ୍ରକାଶ କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦୂରଯାତ୍ରା ସଫଳ ହେବ ।

    ଧନୁ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଅଗ୍ରଗତି ଘଟିବ । ଆୟ ଅବ୍ୟାହତ ରହିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।

    ମକର- ବିଳାସ ବ୍ୟସନରେ ଦୀନଚର୍ଯ୍ୟା କରିବେ । ବେପରୁଆ ଭାବେ ଖର୍ଚ୍ଚ କରିବେ । କର୍ମ କ୍ଷେତ୍ରରେ ପାରଦର୍ଶିତା ଦେଖାଇବେ । ବିବାଦୀୟ ଘଟଣାରେ ଜୟଯୁକ୍ତ ହେବେ । ସୁବର୍ଣ୍ଣ ସଂପଦ ପ୍ରାପ୍ତିର ଯୋଗ ରହିଛି ।

    କୁମ୍ଭ- ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଅସହଯୋଗ ଅଶାନ୍ତିର କାରଣ ହେବ । ସନ୍ତାନଙ୍କ ପଢାପଢି ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ ।

    ମୀନ-ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଅନୁକୂଳ ପରିବେଶ ସୃଷ୍ଟି ହେବ । ରୋଜଗାର ଭଲ ରହିବ । ବ୍ୟବସାୟ ଆଶାନୁରୂପକ ହେବ । ବିବାଦୀୟ ଘଟଣାରେ ବିଜୟୀ ହେବେ ।

    Add Zee News as a Preferred Source
    TAGS:
    Horoscope
    Astrology
    Today Horoscope