• हिन्दी
  • English
  • मराठी
  • বাংলা
  • தமிழ்
  • മലയാളം
  • ગુજરાતી
  • తెలుగు
  • ಕನ್ನಡ
  • ଓଡ଼ିଶା
  • सलाम
  • PHH
  • THS
  • Business
  • Techlusive
  • WION
  • facebookyoutubetwitterwhatsapp
Zee Odisha News
  • News
  • Video
  • Photos
  • Live Blog
Add Zee Business As A Preferred Source
App
  • LIVE टीवी
  • ହୋମ୍
  • ରାଜନୀତି
  • ରଥଯାତ୍ରା
  • ଭିଡ଼ିଓ
  • ଫଟୋ ଗ୍ୟାଲେରୀ
  • ରାଜ୍ୟ ଖବର
  • କ୍ରୀଡ଼ା
  • ଟ୍ରେଣ୍ଡିଙ୍ଗ୍
  • ମନୋରଞ୍ଜନ
  • ଜୀବନଚର୍ଯ୍ୟା
  • ଦେଶ-ବିଦେଶ
  • ଶିକ୍ଷା ଓ ନିଯୁକ୍ତି
  • ଓଡ଼ିଶା ନ୍ୟୁଜ
  • /Other News
  • /କେମିତି କଟିବ ବୁଧବାର

କେମିତି କଟିବ ବୁଧବାର

ମହିଳାମାନେ ଗୃହ ନିପୁଣା ହେବେ । ବ୍ୟବସାୟରେ ସ୍ୱଳ୍ପ ଲାଭ ମିଳିବ ।

Published: May 05, 2020, 05:38 PM IST|Updated: May 05, 2020, 05:38 PM IST
joinshare
କେମିତି କଟିବ ବୁଧବାର

Trending

  • News
  • Photos
  • Videos
୫୫ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ସମ୍ମାନିତ କଲେ ଡିଜିପି

୫୫ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ସମ୍ମାନିତ କଲେ ଡିଜିପି

2

ଗୁରବାର ପୁରୀ ଯାଉଛନ୍ତି କି ? ୪ ଘଣ୍ଟା ଦର୍ଶନ ବନ୍ଦ !

3

Traffic challans: ଗାଡି ଚାଳକ ସାବଧାନ ! ୨ ଦିନରେ କଟିଲା ୧୮,୮୭୮ ଇ-ଚାଲାଣ

4

Airtel: ଏୟାରଟେଲ୍ ଗ୍ରାହକଙ୍କୁ ବଡ଼ ଝଟକା! କମ୍ପାନୀ ବନ୍ଦ କଲା ୪ଟି ପ୍ଲାନ୍

5

ଅମିତ ଶାହଙ୍କ ବୟାନରେ ରାହୁଲ ଗାନ୍ଧୀଙ୍କ ପାଲଟା ଜବାବ, କହିଲେ “ଲେକ୍ଚର ନୁହେଁ, ଯୁବପିଢ଼ି ଚାହୁଁଛି

ମେଷ- ଦେହ ସୁସ୍ଥ ରହିବ । ମନୋବଳ ବୃଦ୍ଧି ପାଇବ । ଅବସର ସମୟର ସଦ୍‌ଉପଯୋଗ କରିବେ । ବ୍ୟବସାୟ ଆଶାନୁରୂପକ ହେବ ।

ବୃଷ- ଶାରୀରିକ ସୁସ୍ଥତା ଲାଭ କରିବେ । ସମସ୍ତ ବକେୟା କାର୍ଯ୍ୟକୁ ଆଜି ସଂପୂର୍ଣ୍ଣ କରିବେ । ହଠାତ୍ ଧନ ଆଗମନର ସୂଚନା ମିଳୁଛି । ପଡୋଶୀଙ୍କ ସହ ସମ୍ପର୍କ ମଧୁର ହେବ । ପରିବାରରେ ହସ ଖୁସିର ଲହରୀ ରହିବ ।

ମିଥୁନ- ଦେହ ଓ ମନ ଭଲ ରହିବ । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ । କୌଣସି ନୂତନ ଦ୍ରବ୍ୟ କ୍ରୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ପାରିବାରିକ ସୁଖ ସମୃଦ୍ଧି ବଜାୟ ରହିବ ।

କର୍କଟ- ଶାରୀରିକ କ୍ଲେଶ ଅନୁଭବ କରିବେ । ଚିଡିଚିଡା ସ୍ୱଭାବର ହେବେ । କୌଣସି ଦ୍ରବ୍ୟ ଚୋରି କିମ୍ବା ହଜି ଯାଇପାରେ । ସାଂସାରିକ ଜୀବନ ବାଧା ପ୍ରାପ୍ତ ହେବ । ପଡୋଶୀଙ୍କ ସହ ସମ୍ପର୍କରେ ତିକ୍ତତା ଆସିବ ।

ସିଂହ- । ଦାନ ଧର୍ମ ପ୍ରତି ମନ ବଳିବ । ପରିବାରରେ ଶାନ୍ତିପୂର୍ଣ୍ଣ ବାତାବରଣ ଲାଗି ରହିବ । ଆୟ ସଂକୁଚିତ ହେବ । ରାଜନୈତିକ ବ୍ୟକ୍ତି ବିଶେଷ ଜନତାଙ୍କ ଆକ୍ରୋଶର ଶିକାର ହେବେ ।

କନ୍ୟା- ସାଂସାରିକ ଜୀବନ ସୁଖମୟ ହେବ । ଶରୀର ସୁସ୍ଥ ଓ ମନ ଭଲ ରହିବ । ଦାୟିତ୍ୱ ବୃଦ୍ଧି ପାଇବ । ଆଶା କରୁଥିବା ଦିଗରୁ ଅର୍ଥ ଆଗମନ ହେବ ।

ତୁଳା- ପରିଶ୍ରମ ଅନୁଯାୟୀ ଫଳ ମିଳିବ । ଅପରିଚିତ ଅଜଣା ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ । ଆୟ ଓ ବ୍ୟୟ ପ୍ରାୟ ସମାନ ରହିବ । କ୍ରୀଡାବିତ୍‌ଙ୍କ ପାଇଁ ଦିନଟି ଶୁଭଫଳ ଦେବ । ବ୍ୟବସାୟ ଭଲ ହେବ ।

ବିଛା- ମଉଜ ମଜଲିସରେ ଦିନ ଅତିବାହିତ କରିବେ । ଖର୍ଚ୍ଚ ବୃଦ୍ଧି ପାଇବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ଧନୁ- ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ । ଶରୀର ଆରୋଗ୍ୟ ଓ ମନ ପ୍ରସନ୍ନ ରହିବ । ବନ୍ଧୁବାନ୍ଧବ ତଥା ଆତ୍ମୀୟ ସ୍ୱଜନଙ୍କ ମେଳରେ ଦିନ କାଟିବେ । ପାରିବାରିକ ଜୀବନ ମଧୁରମୟ ହେବ ।

ମକର - ସୁଖ ସମୃଦ୍ଧିର ଦିନ । ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ । ଧନ ଆଗମନର ସୂଚନା ମିଳୁଛି । ବନ୍ଧୁଙ୍କ ସାହାଯ୍ୟ ପ୍ରାପ୍ତ ହେବ ।

କୁମ୍ଭ- କାର୍ଯ୍ୟ ବ୍ୟସ୍ତତା ବୃଦ୍ଧି ପାଇବ । ବିରକ୍ତି ଭାବ ପ୍ରକାଶ ପାଇବ । ଆୟ ତୁଳନାରେ ବ୍ୟୟ ବୃଦ୍ଧି ପାଇବ । ଆଶା କରୁଥିବା ଦିଗରୁ ଅର୍ଥ ପାଇବାରେ ବିଳମ୍ବ ହେବ । ଦୂରଯାତ୍ରା ବିଫଳ ହେବ

ମୀନ- ଦେହ ଓ ମନ ଭଲ ରହିବ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତ ହେବ । ବକେୟା କାର୍ଯ୍ୟ ସଂପୂର୍ଣ୍ଣ କରିବା ପାଇଁ ଆହୁରି ବିଳମ୍ବ ହେବ । ବିଦ୍ୟାର୍ଥୀମାନେ ଖେଳ ପ୍ରିୟ ହେବେ । ମହିଳାମାନେ ଗୃହ ନିପୁଣା ହେବେ । ବ୍ୟବସାୟରେ ସ୍ୱଳ୍ପ ଲାଭ ମିଳିବ ।

 

Add Zee News as a Preferred Source
TAGS:
Horoscope
Astrology