ହୋଲିରେ ବଦଳିବ ଏହି ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ କେମିତି ରହିବ ଆପଣଙ୍କ ପାଇଁ ମଙ୍ଗଳବାର

କୁମ୍ଭ-ପରାମର୍ଶ ନେଇ କାର୍ଯ୍ୟ କରନ୍ତୁ । ଶରୀର ସୁସ୍ଥ ରହିବ । ଦୂର ଯାତ୍ରା ସଫଳ ହେବ । ପଡୋଶୀ ମାନଙ୍କ ସହ ମଧୁରତା ହେଖା ଦେବ । ଆୟ ବୃଦ୍ଧି ହେବ । ପାରିବାରିକ ଜୀବନ ଶାନ୍ତ ରେ କଟିବ ।  

ହୋଲିରେ ବଦଳିବ ଏହି ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ କେମିତି ରହିବ ଆପଣଙ୍କ ପାଇଁ ମଙ୍ଗଳବାର

ମେଷ– ସ୍ୱାସ୍ଥ୍ୟ ଭଲ ରହିବ । ବ୍ୟସ୍ତତା ମଧ୍ୟରେ ଦିନ କାଟିବେ । ଆୟ ଉତ୍ତମ ରହିବ । ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ । ଦୂର ଯାତ୍ରା ଶୁଭମୟ ହେବ ।

ବୃଷ- ମନ ଅସ୍ଥିର ରହିବ । ଆୟା ବାଧାପ୍ରତ୍ତ ହେବ । ପଡୋଶୀ ମାନଙ୍କ ସହ ମନାନ୍ତର ହେଖା ଦେବ । କର୍ମ କ୍ଷେତ୍ରରେ ଅଶାନ୍ତି ଦେଖା ଦେବ । ବ୍ୟବସାୟ ସ୍ୱଳ୍ପ ଲାଭ ହେବ ।
 
ମିଥୁନ- ପ୍ରତେକ କାର୍ଯ୍ୟ ରେ ପ୍ରାଧାନ୍ୟ ବିସ୍ତାର କରିବେ । କର୍ମକ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ବିଭିନ୍ନ ସୂତ୍ରରୁ ଅର୍ଥପ୍ରାପ୍ତି ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

କର୍କଟ- ମାନସିକ ଅବସାଦ ଦେଖା ଦେବ । ଶାରୀରିକ ଅସୁସ୍ଥତା ନେଇ ଡାକ୍ତରଙ୍କର ପରାମର୍ଶ ଲୋଡିବେ । ଆପଣଙ୍କ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ । ରାଜନିତି ବ୍ୟକ୍ତି ବିଶେଷ ନିନ୍ଦା ଅପବାଦର ଶିକାର ହେବେ ।

ସିଂହ- ମନୋବଳ ଟାଣ ରହିବ । ଯୋଜନା ଫଳପ୍ରସୁ ହେବ । ଦେହ ସୁସ୍ଥ ରହିବ । ଆଇନ୍ ଅଦାଲତର କାର୍ଯ୍ୟ ଆପଣଙ୍କର ସପକ୍ଷରେ ଯିବ । ବ୍ୟବସାୟରେ ଲାଭପ୍ରଦ ହେବ ।

କନ୍ୟା- କର୍ମ କ୍ଷେତ୍ରରେ ଉଛାହ ସହ ସମତ୍ତ କାର୍ଯ୍ୟ କରିବେ । ଆୟ ଅପରିବତ୍ତିତ ରହିବ । ଦେହ ମନ ଭଲ ରହିବ । ପରିବାରରେ ହସ ଖୁସି ଲାଗି ରହିବ ।

ତୁଳା- ଶରୀର ସୁସ୍ଥ ରହିବ । ସଫଳତା ପ୍ରାପ୍ତି ପାଇଁ ଅଧିକ ପରିଶ୍ରମ କରନ୍ତୁ । ଆୟ ବ୍ୟୟ ସମାନ ରହିବ । କାର୍ଯ୍ୟାଳୟରେ ପ୍ରଶଂସିତ ହେବେ । ବ୍ୟବସାୟରେ ପୁଞି ନିବେଶ କରିବେ ।

ବିଛା- ଦିନଟି ଆପଣଙ୍କ ପାଇଁ ଶୁଭ ଆଶୁଭ ଫଳ ଦେବ । ସ୍ୱାସ୍ଥ୍ୟ ଭଲ ରହିବ । ବନ୍ଧୁବାନ୍ଧବଙ୍କ ସହ ଦିନଟି କାଟିବେ । ଆୟ ଅପରିବତ୍ତିତ ରହିବ  । ଅପରାହ୍ନରେ ଦୂର ଯାତ୍ରା କରିବେ ।

ଧନୁ- ସ୍ୱାସ୍ଥ୍ୟ ଭଲ ରହିବ ନାହଁ । ମନ ଭାରାକ୍ରାନ୍ତ ରହିବ । ଆୟ ବାଧା ପ୍ରାତ୍ତ ହେବ । ପାରିବାରିକ ଜୀବନ ଶାନ୍ତରେ କଟିବ ।

ମକର – ତରବରରେ କାର୍ଯ୍ୟ କରନ୍ତୁ ନାହଁ । ଆୟ ବ୍ୟୟ ସମାନ ରହିବ । ପଡୋଶୀଙ୍କ ସହ ମନାନ୍ତର ହେଖା ଦେବ । ବ୍ୟବସାୟରେ ସ୍ୱଳ୍ପ ଲାଭ ହେବ ।

କୁମ୍ଭ-ପରାମର୍ଶ ନେଇ କାର୍ଯ୍ୟ କରନ୍ତୁ । ଶରୀର ସୁସ୍ଥ ରହିବ । ଦୂର ଯାତ୍ରା ସଫଳ ହେବ । ପଡୋଶୀ ମାନଙ୍କ ସହ ମଧୁରତା ହେଖା ଦେବ । ଆୟ ବୃଦ୍ଧି ହେବ । ପାରିବାରିକ ଜୀବନ ଶାନ୍ତ ରେ କଟିବ ।

ମୀନ- ମନ ଉଦାସ ରହିବ । କାର୍ଯ୍ୟ ସଂପାଦନରେ ବିଳମ୍ବ ହେବ । ଆୟ ବାଧା ପ୍ରାପ୍ତ ହେବ ।ପାରିବାରିକ ଜୀବନ ଅଶାନ୍ତ ରେ କଟିବ । ବ୍ୟବସାୟରେ ସ୍ୱଳ୍ପ ଲାଭ ହେଖାଦେବ ।