ଦିଲ୍ଲୀରେ ଗୋଷ୍ଠୀ ସଂକ୍ରମଣ ହୋଇନାହିଁ: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

କେନ୍ଦ୍ରୀୟ ରାଜଧାନୀ ନୂଆଦିଲ୍ଲୀରେ କୋରୋନାର ଗୋଷ୍ଠୀ ସଂକ୍ରମଣ ନେଇ ଦିଲ୍ଲୀ ସରକାର ଯେଉଁ ମନ୍ତବ୍ୟ ଦେଇଥିଲେ, ତାହା ଭୁଲ ବୋଲି କହିଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଯେ, କୋରୋନା ଭାଇରସର ଗୋଷ୍ଠୀ ସଂକ୍ରମଣ ହେବାର କୌଣସି ଲକ୍ଷଣ ବର୍ତ୍ତମାନ ସୁଦ୍ଧା ଦେଖା ଦେଇନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛ

ଦିଲ୍ଲୀରେ ଗୋଷ୍ଠୀ ସଂକ୍ରମଣ ହୋଇନାହିଁ: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

About the Author