ସଫେଇ କର୍ମୀଙ୍କୁ ତହସିଲଦାରଙ୍କ ମାଡ଼ ଅଭିଯୋଗ

ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ ଅନ୍ତର୍ଗତ ମଇସାନପୁର ଗ୍ରାମର କ୍ୱାରେଣ୍ଟାଇନ ସେଣ୍ଟରରେ ଅଘଟଣ। ପାତ୍ରପୁରର ତହସିଲଦାର ଉକ୍ତ ସେଣ୍ଟରରେ ଥିବା କିଛି ସଫେଇ କର୍ମଚାରୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲା ପରିଷଦ ସଭ୍ୟମାନେ ଆଜି ବ୍ରହ୍ମପୁର ଏସପିଙ୍କ କାର୍ଯ୍ୟାଳୟରେ ପହଞ୍ଚି ପାତ୍ରପୁର ତଦସିଲଦାରଙ୍କ ବିରୋଧର

ସଫେଇ କର୍ମୀଙ୍କୁ ତହସିଲଦାରଙ୍କ ମାଡ଼ ଅଭିଯୋଗ

About the Author