କାୟା ମେଲାଉଛି କୋରୋନା; ଦେଶରେ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା

ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଆଜି ମଧ୍ୟାନ୍ନ ସୁଦ୍ଧା ଦେଶରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୪,୦୨୯ରେ ପହଞ୍ଚିଛି।

କାୟା ମେଲାଉଛି କୋରୋନା; ଦେଶରେ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା