ଋଷର ତୈଳମନ୍ତ୍ରୀଙ୍କ ସହିତ କେନ୍ଦ୍ରମନ୍ତ୍ରୀଙ୍କ ଆଲୋଚନା

କୋରୋନା ସଂକଟ ସମୟରେ ତୈଳଦର ଓ ତୈଳର ସ୍ଥିତି ଉପରେ ସବିଶେଷ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଋଷର ତୈଳମନ୍ତ୍ରୀ ଆଲେକଜାଣ୍ଡାର ନୋଭାକଙ୍କ ସହିତ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ଆଲୋଚନା କରିଛନ୍ତି। ଏନେଇ ଧର୍ମେନ୍ଦ୍ର ପ୍ରଧାନ ଆଜି ତାଙ୍କ ଫେସବୁକ ଆକାଉଣ୍ଟରେ ସୂଚନା ପ୍ରଦାନ କରିଛନ୍ତି। ତେବେ ଆଲୋଚନା ଆରମ୍ଭରୁ ଏହି ମହାମାରୀ ଖୁବଶୀଘ

ଋଷର ତୈଳମନ୍ତ୍ରୀଙ୍କ ସହିତ କେନ୍ଦ୍ରମନ୍ତ୍ରୀଙ୍କ ଆଲୋଚନା

About the Author