Dr S Jaishankar in Pakistan: ପାକିସ୍ତାନରେ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର, ପଢ଼ନ୍ତୁ ପୁରା ଖବର...

Dr S Jaishankar in Pakistan: ପାକିସ୍ତାନରେ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ମଙ୍ଗଳବାର ପାକିସ୍ତାନରେ ପହଞ୍ଚିଛନ୍ତି। ଏଠାରେ ସେ ସଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗ ଦେବେ।

ପ୍ରିୟମ୍ବଦା ରଣା Tue, 15 Oct 2024-5:39 pm,
1/7

Dr S Jaishankar in Pakistan: ପାକିସ୍ତାନରେ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର, ପଢ଼ନ୍ତୁ ପୁରା ଖବର...

2/7

ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ମଙ୍ଗଳବାର ପାକିସ୍ତାନରେ ପହଞ୍ଚିଛନ୍ତି।

3/7

ଏଠାରେ ସେ ସଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗ ଦେବେ। 

4/7

ଏହି ବୈଠକ ୧୫-୧୬ ଅକ୍ଟୋବରରେ ଅନୁଷ୍ଠିତ ହେବ।

5/7

ପାକିସ୍ତାନ ପାଖରେ ଏବେ ସଂଘାଇ ସହଯୋଗ ସଂଗଠନ (ଏସସିଓ) ର କାଉନସିଲ୍ ଅଫ୍ ହେଡସ୍ ଅଫ୍(CHG) ର ଅଧ୍ୟକ୍ଷତା ରହିଛି। 

6/7

ପାକିସ୍ତାନ ଅଧ୍ୟକ୍ଷତାରେ ଅକ୍ଟୋବରରେ ଦୁଇ ଦିନିଆ ଏସସିଓ ଏସସିଓ ମୁଖ୍ୟମାନଙ୍କର ବୈଠକ ଅନୁଷ୍ଠିତ ହେବ। 

7/7

ଏହା ପୂର୍ବରୁ ଅଗଷ୍ଟ ମାସରେ ପାକିସ୍ତାନ ଭାରତ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅକ୍ଟୋବରରେ ଅନୁଷ୍ଠିତ ହେବାକୁ ଥିବା ସାଂଘାଇ ସହଯୋଗ ସଂଗଠନ ପରିଷଦର ମୁଖ୍ୟଙ୍କ ବୈଠକକୁ ନିମନ୍ତ୍ରଣ କରିଥିଲା।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link