Lucky Zodiac Sign: ଜୁଲାଇ ୪ରେ ବୃଦ୍ଧି ଯୋଗର ଶୁଭ ସମକକ୍ଷ, ୫ଟି ରାଶିର ଭାଗ୍ୟ ଉଜ୍ୱଳ

Published: Jul 03, 2024, 10:19 PM IST|Updated: Jul 03, 2024, 10:19 PM IST

Top 5 Lucky Zodiac Sign, 1st July 2024: ଆଜି ଜୁଲାଇ ୪ ଗୁରୁବାର। ଆଜି ଚନ୍ଦ୍ର ମେଷ ଉପରାନ୍ତ ମିଥୁନ ରାଶିରେ ଚଳନ କରିବେ। ଏହା ସହିତ ଆଜି ଆଷାଢ ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥି। ଏହି ଦିନ ବୃଦ୍ଧି ଯୋଗ, ଗଜକେଶରୀ ଯୋଗ ଓ ମୃଗଶିରା ନକ୍ଷତ୍ରର ଶୁଭ ସଂଯୋଗ ମଧ୍ୟ ସୃଷ୍ଟି ହେଉଛି। ଏହି ଶୁଭ ସଂଯୋଗ ଫଳରେ ୫ଟି ରାଶିକୁ ଧନ ସହିତ ପ୍ରଚୁର ଲାଭ ମଧ୍ୟ ମିଳିବାକୁ ଯାଉଛି। ଏହି ୫ ରାଶିଙ୍କ ପାଇଁ ସମସ୍ତ ପ୍ରକାରର ଆୟର ରାସ୍ତା ଖୋଲିବ। ମାଲେମାଲ ହେବେ ଏହି ୫ ରାଶି। 

Top 5 Lucky Zodiac Sign, 4 July 2024: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଗୁରୁବାର ଗଠିତ ଶୁଭ ଯୋଗରୁ ୫ଟି ରାଶିର ବ୍ୟକ୍ତିବିଶେଷ ଉପକୃତ ହେବେ । ତେବେ କେଉଁ ରାଶିର ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ ଆସନ୍ତୁ ଜାଣିବା ଜ୍ୟୋତିଷ ସତ୍ୟବ୍ରତ ପାଢୀଙ୍କ ନିକଟରୁ ।