Odisha Election 2024: ଯୋଡି ଶଙ୍ଖରେ ଆଶୀର୍ବାଦ କରିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳି-ଶେରଗଡରେ ବିରାଟ ଜନସଭା ସହ ଆଜି ବିଜୁ ଜନତା ଦଳର ବିଜୟ ଶଙ୍ଖ ଫୁଙ୍କିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ। ହିଞ୍ଜିଳି ଓ ଶେରଗଡରେ ଦୁଇଟି ବିରାଟ ଜନସଭାରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବିଜୁ ଜନତା ଦଳର ବିଜୟ ଅଭିଯାନର ଶୁଭାରମ୍ଭ କରିଛନ୍ତି।

ସୂର୍ଯ୍ୟ ନାରାୟଣ ମହାନ୍ତି Wed, 24 Apr 2024-6:52 pm,
1/8

ହିଞ୍ଜିଳିରୁ ଆରମ୍ଭ ହେଲା ବିଜୁ ଜନତା ଦଳର ବିଜୟ ଅଭିଯାନ, ମୁଖ୍ୟମନ୍ତ୍ରୀଙ୍କ ବିଜୟ ଶଙ୍ଖଧ୍ବନୀ।

2/8

ହିଞ୍ଜିଳି-ଶେରଗଡ ଆଜି ସାରା ଦେଶରେ ବିକାଶର ଏକ ମଡେଲ ହୋଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ।

3/8

 ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ନବୀନ ପଟ୍ଟନାୟକ କହିଛନ୍ତି ଯେ ଯୋଡି ଶଙ୍ଖ ହେଉଛି ଓଡିଶାର ପରିଚୟ। ଯୋଡି ଶଙ୍ଖ ହେଉଛି ବିକାଶର ପରିଚୟ।

4/8

ହିଞ୍ଜିଳି ଓ ଶେରଗଡରେ ଦୁଇଟି ବିରାଟ ଜନସଭାରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବିଜୁ ଜନତା ଦଳର ବିଜୟ ଅଭିଯାନର ଶୁଭାରମ୍ଭ କରିଛନ୍ତି। 

 

5/8

ଯୋଡି ଶଙ୍ଖ ଓଡିଶାର ପରିଚୟ, ବିକାଶର ପରିଚୟ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

6/8

"ବିରୋଧୀ ସବୁବେଳେ ସବୁ କଥାରେ ରାଜନୀତି କରୁଛନ୍ତି, ବିକାଶକୁ ବିରୋଧ କରୁଛନ୍ତି, ଲୋକ ସେମାନଙ୍କ ଅସଲ ରୂପ ଜାଣନ୍ତି"

7/8

୨୦୨୪ ରୁ ୨୦୩୪ ହେବ ଓଡିଶାର ଦଶକ, ଯୁବକମାନଙ୍କ ପାଇଁ ସୁବର୍ଣ୍ଣ ଯୁଗ, ଆସିବ ଯୁବ ବଜେଟ: ନବୀନ ପଟ୍ଟନାୟକ

8/8

ଦେଶର ଏକ ନମ୍ବର ମୁଖ୍ୟମନ୍ତ୍ରୀ, ସବୁଠାରୁ ଅଧିକ ଭୋଟ ବ୍ୟବଧାନରେ ଜିତିବେ : କାର୍ତ୍ତିକ ପାଣ୍ଡିଆନ

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link