Mission Shakti: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା!

Published: Feb 27, 2024, 07:03 PM IST|Updated: Feb 27, 2024, 07:03 PM IST
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ପ୍ରାୟ ୭୦ ଲକ୍ଷ ସୟଂ ସହାୟକ ଗୋଷ୍ଠିର ମା’ମାନଙ୍କ ପାଇଁ ସ୍ୱତନ୍ତ୍ର ଋଣ ବ୍ୟବସ୍ଥା କରିଛନ୍ତି । ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଶନ ଶକ୍ତିର ମହିଳାଙ୍କୁ ଋଣ ପ୍ରଦାନ କରାଯିବ । ଏଥିସହିତ ମିଶନ ଶକ୍ତି ମା’ ମାନଙ୍କ ପାଇଁ ୟୁନିଫର୍ମ ଓ ବ୍ଲେଜର ସହାୟତା ସହ ୧୪୫ କୋଟି ଟଙ୍କାର ସୁଧ ଫେରସ୍ତ

Mission Shakti Loan: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ପ୍ରାୟ ୭୦ ଲକ୍ଷ ସୟଂ ସହାୟକ ଗୋଷ୍ଠିର ମା’ମାନଙ୍କ ପାଇଁ ସ୍ୱତନ୍ତ୍ର ଋଣ ବ୍ୟବସ୍ଥା କରିଛନ୍ତି । ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଶନ ଶକ୍ତିର ମହିଳାଙ୍କୁ ଋଣ ପ୍ରଦାନ କରାଯିବ । ଏଥିସହିତ ମିଶନ ଶକ୍ତି ମା’ ମାନଙ୍କ ପାଇଁ ୟୁନିଫର୍ମ ଓ ବ୍ଲେଜର ସହାୟତା ସହ ୧୪୫ କୋଟି ଟଙ୍କାର ସୁଧ ଫେରସ୍ତ ବ୍ୟବସ୍ଥାର ଶୁଭାରମ୍ଭ ଆଜି କରାଯାଇଛି ।