Parikrama Prakalpa: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପିତ ପରେ ମୁଖ୍ୟମନ୍ତ୍ରୀଙ୍କ ଆଖିରେ ଖୁସିର ଲୁହ, ଦେଖନ୍ତୁ ଏହି ସବୁ ଫଟୋ...

ଶ୍ରୀକ୍ଷେତ୍ର ଐତିହ୍ୟରେ ଯୋଡି ହେଲା ନୂଆ ଏକ ଫର୍ଦ୍ଦ। ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପିତ ପରେ ମୁଖ୍ୟମନ୍ତ୍ରୀଙ୍କ ଆଖିରେ ଖୁସିର ଲୁହ ଦେଖିବାକୁ ମିଳିଛି।

ପ୍ରିୟମ୍ବଦା ରଣା Wed, 17 Jan 2024-2:17 pm,
1/7

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପିତ ପରେ ଭାବବିହ୍ୱଳ ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

2/7

ପୁରୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ଗଜପତି ମହାରାଜାଙ୍କୁ ଭେଟି ଭାବବିହ୍ୱଳ ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

3/7

ମୁଖ୍ୟମନ୍ତ୍ରୀଙ୍କ କର କମଳରେ ଲୋକାର୍ପିତ ହେଲା ଶ୍ରୀକ୍ଷେତ୍ର ପରିକ୍ରମା ପ୍ରକଳ୍ପ।

4/7

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ, ଯଜ୍ଞସ୍ଥଳରେ ପହଞ୍ଚିଲେ ଗଜପତି ମହାରାଜା।

5/7

ପ୍ରତୀକ୍ଷାର ଅନ୍ତ..ଲୋକାର୍ପଣ ହେଲା ବହୁ ପ୍ରତିକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ...ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଲେ ଲୋକାର୍ପିତ

6/7

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ, ଗଜପତି ମହାରାଜାଙ୍କ ହାତରେ ହେଲା ଯଜ୍ଞର ପୂର୍ଣ୍ଣାହୂତି।

7/7

ଶ୍ରୀମନ୍ଦିର ପରିକର୍ମା ପ୍ରକଳ୍ପ ପ୍ରତିଷ୍ଠା ମହାଯଜ୍ଞରେ ପୂର୍ଣ୍ଣାହୁତି ଓ ଲୋକାର୍ପଣ ମହୋତ୍ସବ ପାଇଁ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହୋଇଛି ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link