Prime Minister Narendra Modi: ଚର୍ଚ୍ଚାରେ ଇଟାଲି ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଫଟୋ

Written ByPriyambada Rana
Published: Jun 15, 2024, 10:09 AM IST|Updated: Jun 15, 2024, 10:09 AM IST
 ଜି-୭ ସମ୍ମିଳନୀ ସାରି ଭାରତ ଫେରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଜି-୭ ସମ୍ମିଳନୀ ଇଟାଲି ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନିଙ୍କ ସହ ପ୍ରଧାନମନ୍ତ୍ରୀଙ୍କର କିଛି ଫଟୋ ଏବେ ଚର୍ଚ୍ଚାରେ ରହିଛି। ସମ୍ମିଳନୀରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍, ଇଟାଲି ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ୟୁକ୍ରେନ ରାଷ୍ଟ୍ରପତି ଜେଲେ

Prime Minister Narendra Modi: ଜି-୭ ସମ୍ମିଳନୀ ସାରି ଭାରତ ଫେରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଜି-୭ ସମ୍ମିଳନୀ ଇଟାଲି ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନିଙ୍କ ସହ ପ୍ରଧାନମନ୍ତ୍ରୀଙ୍କର କିଛି ଫଟୋ ଏବେ ଚର୍ଚ୍ଚାରେ ରହିଛି। ସମ୍ମିଳନୀରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍, ଇଟାଲି ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି, ବ୍ରିଟେନ୍ ପ୍ରଧାନମନ୍ତ୍ରୀ ୠଷି ସୁନକ୍, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରନ, ଜାତିସଂଘ ମୁଖ୍ୟ ଓ ଭାଟିକାନ୍ ସିଟି ପୋପ୍ ଫ୍ରାନ୍ସିସ୍ ପ୍ରମୁଖଙ୍କୁ ଭେଟିଛନ୍ତି ମୋଦି।