Odisha News: ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି।
ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି।
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି।
ସୂଚନା ଯୋଗ୍ୟ ଯେ ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ଛୁଟି ଦିବସ ହୋଇଥିବାରୁ ସେପ୍ଟେମ୍ବର ୯ ତାରିଖ ମଧ୍ୟ ଛୁଟି ରହିବ।
ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ କାର୍ଯ୍ୟ ନିର୍ବାହୀ ବନ୍ଦ ରହିବ।
ଏହା ସହିତ ସମସ୍ତ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ।
ट्रेन्डिंग फोटोज़