Odisha News: ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Odisha News: ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି।

ପ୍ରିୟମ୍ବଦା ରଣା Thu, 29 Aug 2024-7:01 pm,
1/5

ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି।

2/5

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି।

3/5

ସୂଚନା ଯୋଗ୍ୟ ଯେ ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ଛୁଟି ଦିବସ ହୋଇଥିବାରୁ ସେପ୍ଟେମ୍ବର ୯ ତାରିଖ ମଧ୍ୟ ଛୁଟି ରହିବ।

4/5

ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ କାର୍ଯ୍ୟ ନିର୍ବାହୀ ବନ୍ଦ ରହିବ।

5/5

ଏହା ସହିତ ସମସ୍ତ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link