Today Horoscope: ଆଜି ଏହି ଚାରି ରାଶିରେ ରହିଛି ଘାତବାର, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ବୁଧବାର?

Written ByNarmada Behera
Published: Jul 10, 2024, 06:01 AM IST|Updated: Jul 10, 2024, 06:01 AM IST
ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଜୁଲାଇ ୧୦ ହେଉଛି ବୁଧବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅ

Horoscope Today 10 july 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଜୁଲାଇ ୧୦ ହେଉଛି ବୁଧବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...