Today Horoscope: କ୍ରୋଧକୁ ନିୟନ୍ତ୍ରଣରେ ନ ରଖିଲେ ଅସୁବିଧାରେ ପଡି଼ବେ ଏହି ରାଶିର ଲୋକେ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ସୋମବାର?

Written ByNarmada BeheraEdited ByNarmada Behera
Published: Jun 10, 2024, 05:50 AM IST|Updated: Jun 10, 2024, 05:50 AM IST

Horoscope Today 10 June 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଜୁନ୍ ୧୦ ହେଉଛି ସୋମବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...