Today Horoscope: ଏହି ୪ ରାଶିଙ୍କ ପାଇଁ ବଢିପାରେ ଅଡୁଆ! ଜାଣନ୍ତୁ ଆଜିର ରାଶିଫଳ...

Written ByZee Odisha Desk
Published: May 11, 2024, 05:50 AM IST|Updated: May 11, 2024, 05:50 AM IST
ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ....

Today Horoscope: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ....