Today Horoscope: ଏହି ସବୁ ରାଶିଙ୍କ ପାଇଁ ବେଶ୍ ଶୁଭଙ୍କର ରହିବ ସପ୍ତାହର ପ୍ରଥମ ଦିନ

Written ByZee Odisha Desk
Published: Feb 12, 2024, 05:50 AM IST|Updated: Feb 12, 2024, 05:50 AM IST

Horoscope Today 12 February 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଫେବୃଆରୀ ୧୨ ହେଉଛି ସୋମବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ...