Today Horoscope: ମେଷ, ତୁଳା ରାଶିର ବ୍ୟକ୍ତିଙ୍କୁ ମିଳିବ ଅପାର ସଫଳତା, ଜାଣିନିଅନ୍ତୁ କଣ କହୁଛି ଆପଣଙ୍କ ଆଜିର ରାଶିଫଳ

Published: Jun 12, 2024, 06:28 AM IST|Updated: Jun 12, 2024, 07:50 AM IST

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଜୁନ୍ ୧୨ ହେଉଛି ବୁଧବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତ

Horoscope Today 12 June 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଜୁନ୍ ୧୨ ହେଉଛି ବୁଧବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...