Today Horoscope: ବ୍ୟବସାୟରେ ଲାଭ ସହ ମିଳିବ ଖୁସି ଖବର, ଜାଣନ୍ତୁ କେମିତି କଟିବ ସପ୍ତାହର ପ୍ରଥମ ଦିନ?

Written ByNarmada BeheraEdited By:Narmada Behera
Published: May 13, 2024, 05:50 AM IST|Updated: May 13, 2024, 05:50 AM IST

Horoscope Today 13 May 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ମେ ୧୩ ହେଉଛି ସୋମବାର । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...