Today Horoscope: ଏହି ସବୁ ରାଶିଙ୍କ ପାଇଁ ମଙ୍ଗଳମୟ ରହିବ ମଙ୍ଗଳବାର ,ଜାଣନ୍ତୁ ଆଜିର ରାଶିଫଳ

Written ByNarmada BeheraEdited ByNarmada Behera
Published: Apr 16, 2024, 05:50 AM IST|Updated: Apr 16, 2024, 05:50 AM IST

Horoscope Today 16 April 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଏପ୍ରିଲ୍ ୧୬ ହେଉଛି ମଙ୍ଗଳବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...