Today Horoscope: ଆଜି କର୍କଟ-ଧନୁ ସହ ସତର୍କ ରୁହନ୍ତୁ ଏହିସବୁ ରାଶି! ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ବୁଧବାର?

Written ByNarmada Behera
Published: Mar 19, 2025, 06:11 AM IST|Updated: Mar 19, 2025, 06:11 AM IST
ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ମାର୍ଚ୍ଚ ୧୯ ହେଉଛି ବୁଧବାର। ତେବେ, ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର

Horoscope Today 19 March 2025: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ମାର୍ଚ୍ଚ ୧୯ ହେଉଛି ବୁଧବାର। ତେବେ, ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...