Today Horoscope: ଖୁସି ଖବର ସହ ଶୁଭଫଳ ପାଇବେ ଏହି ସବୁ ରାଶି , ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ରବିବାର?

Published: May 19, 2024, 05:50 AM IST|Updated: May 19, 2024, 05:50 AM IST

Horoscope Today 19 May2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ମେ ୧୯ ହେଉଛି ରବିବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...