Today Horoscope: ଏହି ରାଶିଙ୍କ ପାଇଁ ଦିନଟି ଅନୁକୂଳ ରହିବା ସହ ଅବିବାହିତଙ୍କ ପାଇଁ ଆସିପାରେ ବିବାହ ପ୍ରସ୍ତାବ, ଜାଣନ୍ତୁ ଆଜିର ରାଶିଫଳ

Written ByNarmada Behera
Published: May 23, 2024, 05:50 AM IST|Updated: May 23, 2024, 05:50 AM IST

Horoscope Today 23 May 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ମେ ୨୩ ହେଉଛି ଗୁରୁବାର । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...