Today Horoscope: ଆଜି ବଦଳିବ ଏହି ସବୁ ରାଶିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ବୁଧବାର ?

Written ByNarmada BeheraEdited By:Narmada Behera
Published: May 29, 2024, 06:23 AM IST|Updated: May 29, 2024, 06:23 AM IST

Horoscope Today 29 May 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ମେ ୨୯ ହେଉଛି ବୁଧବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...