Today Horoscope: ଆଜି ଏହିସବୁ ରାଶିରେ ଅଛି ବିପଦ! ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ସପ୍ତାହର ଶେଷ ଦିନ ?

Written ByNarmada Behera
Published: Jul 07, 2024, 05:51 AM IST|Updated: Jul 07, 2024, 05:51 AM IST

Horoscope Today 7 july 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଜୁଲାଇ ୭ ହେଉଛି ରବିବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...