Today Horoscope: ଆଜି କେବଳ ଏହି ତିନୋଟି ରାଶିରେ ଘାତଚନ୍ଦ୍ର ଯୋଗ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ରବିବାର?

Written ByNarmada BeheraEdited ByNarmada Behera
Published: Jun 09, 2024, 05:49 AM IST|Updated: Jun 09, 2024, 05:49 AM IST

Horoscope Today 9 June 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଜୁନ୍ ୯ ହେଉଛି ରବିବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...