Today Horoscope: ଯାନବାହାନ ଚଳାଇବା ସମୟରେ ସତର୍କ ରୁହନ୍ତୁ ଏହି ସବୁ ରାଶି, ଜାଣନ୍ତୁ ଆଜିର ରାଶିଫଳ

Written ByNarmada BeheraEdited By:Narmada Behera
Published: May 09, 2024, 05:50 AM IST|Updated: May 09, 2024, 05:50 AM IST

Horoscope Today 9 May2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ମେ ୯ ହେଉଛି ଗୁରୁବାର । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...