Advertisement
Photo Details/zeeodisha/odisha1930333
photoDetails0hindi

Today Horoscope: ଏହି ସବୁ ରାଶିରେ ଆଜିଠୁ ଆରମ୍ଭ ହେବ ରାଜଯୋଗ, ଜାଣିନିଅନ୍ତୁ ଆଜିର ରାଶିଫଳ

Today Horoscope: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି। ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ। ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ। ଆଜି ଅର୍ଥାତ ଅକ୍ଟୋବର ୨୬ ହେଉଛି ଗୁରୁବାର। ଆସନ୍ତୁ ଜାଣିବା ଆଜି କିଭଳି ରହିବ ଆପଣଙ୍କର ଦିନ।

1/12

Horoscope Today: ମେଷ ରାଶି: ବ୍ୟବସାୟ ଲାଭଜନକ ହେବ। ପରିଶ୍ରମର ମୂଲ୍ୟ ମିଳିବ। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି। ମଧୁରଭାଷୀ ହେବେ। ଥଣ୍ଡା-କଫ ଜନିତ ପୀଡା ଅନୁଭବ କରିବେ। ପ୍ରେମୀ ଓ ସାହସୀ ହୋଇପାରନ୍ତି।

2/12

ବୃଷ ରାଶି: ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି। ସାମାନ୍ୟ ଶାରିରୀକ ଯନ୍ତ୍ରଣା ଦେଖା ଦେଇପାରେ। ଭାଇମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳବାନ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କତ୍ତୃପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ।

3/12

ମିଥୁନ ରାଶି: ନୂତନ ଜମି କିଣିବାର ସୁଯୋଗ ଅଛି। ବେଳେ ବେଳେ ଉଦାସ ମନୋଭାବ ପୋଷଣ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ। ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। 

4/12

କର୍କଟ ରାଶି: ମୁଣ୍ଡବିନ୍ଧା, ଉଦର ପୀଡା ଭଳି ଅସୁସ୍ଥତା ଦେଖାଦେବ। କୌଣସି ବି କାର୍ଯ୍ୟ ଠିକ୍ ଭାବେ ତୁଳାଇପାରିବେ ନାହିଁ। ଋଣ କରିପାରନ୍ତି। ଶତ୍ରୁ ବୃଦ୍ଧି ପାଇବେ। ପୂର୍ବ ବିବାଦ ଜଟିଳତା ଆଡକୁ ଅଗ୍ରସର ହେବ। ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ।  

5/12

ସିଂହ ରାଶି: ଚିନ୍ତାଗ୍ରସ୍ତ ରହିବେ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଶତ୍ରୁ ବୃଦ୍ଧି ପାଇବେ। ପୂର୍ବ ବିବାଦ ଜଟିଳତା ଆଡକୁ ଅଗ୍ରସର ହେବ। ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ।

6/12

କନ୍ୟା ରାଶି: ମନରେ ପ୍ରସନ୍ନ ଭାବ ଉଦ୍ରେକ ହେବ। ବହୁ ଦିନରୁ ପଡିରହିଥିବା କାମ ଆଜି ସଂପୂର୍ଣ୍ଣ କରିବେ। କର୍ମ କ୍ଷେତ୍ରରେ ଉତ୍ସାହର ସହ କାର୍ଯ୍ୟ ତୁଳାଇବେ। ଆଇନ ଅଦାଲତର କାମ ଆପଣଙ୍କ ସପକ୍ଷରେ ଯିବ।

7/12

ତୁଳା ରାଶି: ଜ୍ଞାନ ଗରିମାଯୁକ୍ତ ହେବେ। ସାହସୀ ହେବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ। ରାଜନୀତି ଆଡକୁ ମନ ବଳାଇ ପାରନ୍ତି। କାର୍ଯ୍ୟରେ ବାଧା ଉପୁଜିପାରେ। ଚଞ୍ଚଳ ସ୍ୱଭାବର ହେବେ। ଥଣ୍ଡା-କଫଜନିତ ସାମାନ୍ୟ ଅସୁସ୍ଥତା ଅନୁଭବ। 

8/12

ବିଛା ରାଶି: ଶାରିରୀକ ସୁସ୍ଥତା ଲାଭ କରିବେ। ଦାନ ଧର୍ମ ପ୍ରତି ମନ ବଳିବ। କାର୍ଯ୍ୟାଳୟରେ କାର୍ଯ୍ୟଚାପ ରହିବ। ଆୟ ଉତ୍ତମ ହେବ। ବ୍ୟବସାୟ ଲାଭ ପ୍ରଦ ହେବ। ପାରିବାରିକ ସୁଖଶାନ୍ତି ବଜାୟ ରହିବ। ଅପରାହ୍ନରେ ଶୁଭଖବର ପ୍ରାପ୍ତ ହେବ।

9/12

ଧନୁ ରାଶି: ଉଚ୍ଚଆଶା ଫଳବତୀ ହେବ। ରୋଜଗାର ଆଶନୁରୂପ ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ମଧୁରଭାଷୀ ହୋଇପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବେ।

10/12

ମକର ରାଶି: ସାମୂହିକ କାର୍ଯ୍ୟରେ ଆଗେଇବେ। ସମ୍ମାନିତ ହେବେ। ମନ ପ୍ରସନ୍ନ ରହିବ। ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି। ମଧୁରଭାଷା ବ୍ୟବହାର କରି ଅନୁସରଣକାରୀଙ୍କୁ ଉତ୍ସାହିତ କରିବେ। ପ୍ରେମୀ ଓ ସାହସୀ ହେବେ। ସାନ ଭାଇଙ୍କଠାରୁ ଆଦର ମିଳିବ। 

11/12

କୁମ୍ଭ ରାଶି: କର୍ମକ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟ ଲାଭଜନକ ହେବ। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମ, ପ୍ରବାସର୍ପ୍ରି ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହେବେ। 

12/12

ମୀନ ରାଶି: ବ୍ୟକ୍ତି ବ୍ୟବସାୟରେ ଅଧିକ ଅର୍ଥ ବିନିଯୋଗ କରି ପ୍ରଚୁର ଧନ ଅର୍ଜନ କରିବେ। କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ପାଇବେ। ସର୍ବସୁଖ ଲାଭ କରିପାରନ୍ତି। ପୁନର୍ବସୁ କ୍ଷେତ୍ରରେ ସାମାନ୍ୟ ଶୁଭଫଳ।